ଅନ୍ୟର ଗୁଣରୁ ଦୋଷ ବାଛୁଥିବା ବୃତ୍ତି ବା ମନର ଏପରି ବୃତ୍ତି ଯେଉଁଥିରେ ଅନ୍ୟର ଦୋଷ ଦେଖାଯାଏ ଓ ଗୁଣ,ସୁଖ ଆଦିକୁ ସହି ହୁଏନାହିଁ
Ex. ଅସୂୟା ମନୁଷ୍ୟର ଅବିଗୁଣ
ONTOLOGY:
गुण (Quality) ➜ अमूर्त (Abstract) ➜ निर्जीव (Inanimate) ➜ संज्ञा (Noun)
Wordnet:
benঅসুয়া
kokअसूया
sanअसूया
ସାହିତ୍ୟରେ ଗୋଟିଏ ପ୍ରକାରର ସଂଚାରୀ ଭାବ ଯେଉଁଥିରେ ଅନ୍ୟର ସୁଖକୁ ସହିନପାରି ତାର କ୍ଷତି କରିବାର ବିଚାର ଆସିଥାଏ
Ex. କବିଙ୍କ ଏହି ପଂକ୍ତିରେ ଅସୂୟାର ଝଲକ ସ୍ପଷ୍ଟଭାବେ ମିଳେ
ONTOLOGY:
मनोवैज्ञानिक लक्षण (Psychological Feature) ➜ अमूर्त (Abstract) ➜ निर्जीव (Inanimate) ➜ संज्ञा (Noun)