Dictionaries | References

ପରୀକ୍ଷା

   
Script: Odia

ପରୀକ୍ଷା

ori.wordnet.indo | Oriya  Oriya |   | 
 noun  ଯୋଗ୍ୟତା, ବିଶେଷତା, ସାମର୍ଥ୍ୟ ଗୁଣଆଦି ଜାଣିବା ନିମନ୍ତେ ଭଲ ଭାବେ ଦେଖିବା ବା ପରଖିବା କ୍ରିୟା ବା ଭାବ   Ex. ସମର୍ଥ ଗୁରୁ ରାମଦାସ ଶିଷ୍ୟର ପରୀକ୍ଷା ନେବା ନିମନ୍ତେ ତାଙ୍କୁ ବାଘୁଣୀର ଦୁଧ ମାଗିଲେ/ସେ ସବୁ ପରୀକ୍ଷାରେ ସଫଳତା ସହକାରେ ଉତ୍ତୀର୍ଣ୍ଣ ହେଲା
HYPONYMY:
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
 noun  କାହାର ଯୋଗ୍ୟତା ବା ଜ୍ଞାନକୁ ପରୀକ୍ଷା କରିବାପାଇଁ ତାକୁ ପ୍ରଶ୍ନ ପଚାରିବାର କ୍ରିୟା ଯାହକୁ ଆଧାରକରି ତାକୁ ଉତ୍ତୀର୍ଣ୍ଣ ବା ଅନୁତ୍ତୀର୍ଣ୍ଣ କରାଯାଏ   Ex. ରାମ ଦଶମ ଶ୍ରେଣୀ ପରୀକ୍ଷା ପାସ୍‌ କରିବାପାଇଁ ବହୁତ ପରିଶ୍ରମ କରୁଛି
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
 noun  କୌଣସି ବସ୍ତୁର ଗୁଣ,ଦୋଷଆଦି ଅନୁଭବ କରିବା ନିମନ୍ତେ ହେଉଥିବା ପ୍ରୟୋଗ   Ex. ଦଉଡ଼ି ଟଣା ବଳକଷା ପରୀକ୍ଷାର ଖେଳ
HYPONYMY:
ପରୀକ୍ଷା
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
 noun  ପରୀକ୍ଷା ନେବା, ପରଖିବା କିମ୍ବା ଯାଞ୍ଚ କରିବା କାମ   Ex. ଜଣେ ଜ୍ୟୋତିଷ ମୋର ଜନ୍ମକୁଣ୍ଡଳୀକୁ ପରୀକ୍ଷା କଲେ
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
 noun  ଚିକିତ୍ସକଙ୍କର ରୋଗୀକୁ ପରୀକ୍ଷା କରି ରୋଗର ଭଲମନ୍ଦ ଯାଞ୍ଚ କରିବା ପ୍ରକ୍ରିୟା   Ex. ଏହି ରୋଗୀକୁ ଜଣେ ବଡ ଚିକିତ୍ସକଙ୍କ ଦ୍ୱାରା ପରୀକ୍ଷା କରାଇବା ଦରକାର
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
SYNONYM:
ଡାକ୍ତରୀ ପରୀକ୍ଷା ଯାଞ୍ଚ
Wordnet:
mniꯊꯤꯖꯤꯟ ꯍꯨꯝꯖꯤꯟꯕꯒꯤ꯭ꯊꯕꯛ
tamமருத்துவப் பரிசோதனை
 noun  କୌଣସି ରୋଗର କାରଣ ଜାଣିବା ପାଇଁ ଶାରିରୀକ ଦ୍ରବ୍ୟକୁ ପରୀକ୍ଷା କରିବାର ପ୍ରକ୍ରିୟା   Ex. ମୋତେ ରକ୍ତ ପରୀକ୍ଷା କରାଇବାକୁ ପଡ଼ିବ
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
   see : ମାନସିକ ପରୀକ୍ଷା

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP