ସେହି ଚଉତରା ଯାହା ଖାଲ ଉପରେ ତିଆରି ହୋଇଥାଏ, ଯେଉଁଥିରେ ମୁସଲ୍ମାନ, ଖ୍ରୀଷ୍ଟିଆନଆଦିଙ୍କର ଶବ ଶୁଆଇ ରଖାଯାଇଥାଏ
Ex. ସେ ପ୍ରତିଦିନ ସଂଧ୍ୟାରେ ନିଜ ମାଆଙ୍କ କବର ଉପରେ ମହମବତୀ ଜାଳିଥାଏ
HOLO COMPONENT OBJECT:
ସମାଧି ସ୍ତମ୍ଭ
ONTOLOGY:
मानवकृति (Artifact) ➜ वस्तु (Object) ➜ निर्जीव (Inanimate) ➜ संज्ञा (Noun)
Wordnet:
asmসমাধি
bdकबर
gujકબ્ર
hinकब्र
kanಸಮಾಧಿ
kasپیوٗر
kokथडगें
malശവകുടീരം
marथडगे
mniꯅꯤꯡꯁꯤꯡ꯭ꯐꯨꯔꯥ
panਕਬਰ
tamகல்லறை
telగోరి
ଯେଉଁ ଖାଲରେ ମୁସଲମାନ, ଖ୍ରୀଷ୍ଟିଆନ, ଇହୁଦୀମାନଙ୍କ ଶବ ରଖାଯାଏ ବା କବର ଦିଆଯାଏ
Ex. ମହାନ ସୁଫୀ ସନ୍ଥଙ୍କୁ କବର ଦେବାପାଇଁ ଅସଂଖ୍ୟ ଲୋକମିଶି ତାଙ୍କର କବର ଖୋଳିଲେ
ONTOLOGY:
मानवकृति (Artifact) ➜ वस्तु (Object) ➜ निर्जीव (Inanimate) ➜ संज्ञा (Noun)
Wordnet:
kasقبر
kokफोण
malകബറ്
marकबर
sanमृतगर्तः
telగొయ్యి
urdقبر