ପାଦ ଆଙ୍ଗୁଠିରେ ପିନ୍ଧା ଯାଉଥିବା ଧାତୁବଳୟ
Ex. ସେ ଡାହାଣ ଗୋଡ଼ ଆଙ୍ଗୁଠିରେ ଝୁଣ୍ଟିଆ ପିନ୍ଧିଛି
ONTOLOGY:
मानवकृति (Artifact) ➜ वस्तु (Object) ➜ निर्जीव (Inanimate) ➜ संज्ञा (Noun)
ହାତ ବା ପାଦର ଆଙ୍ଗୁଳି ପବରେ ପିନ୍ଧିବା ନିମନ୍ତେ ବିଶେଷତଃ ରୂପାରେ ତିଆରି ହୋଇଥିବା ମୁଦି ଆକାରର ଏକ ଗହଣା
Ex. ସୀତାର ପାଦ ଆଙ୍ଗୁଳିରେ ଝୁଣ୍ଟିଆ ସୁନ୍ଦର ଦିଶୁଛି
ONTOLOGY:
मानवकृति (Artifact) ➜ वस्तु (Object) ➜ निर्जीव (Inanimate) ➜ संज्ञा (Noun)