Dictionaries | References ଅ ଅସୂୟା Script: Odia Meaning Related Words ଅସୂୟା ori.wordnet.indo | Oriya Oriya Rate this meaning Thank you! 👍 noun ଅନ୍ୟର ଗୁଣରୁ ଦୋଷ ବାଛୁଥିବା ବୃତ୍ତି ବା ମନର ଏପରି ବୃତ୍ତି ଯେଉଁଥିରେ ଅନ୍ୟର ଦୋଷ ଦେଖାଯାଏ ଓ ଗୁଣ,ସୁଖ ଆଦିକୁ ସହି ହୁଏନାହିଁ Ex. ଅସୂୟା ମନୁଷ୍ୟର ଅବିଗୁଣ ONTOLOGY:गुण (Quality) ➜ अमूर्त (Abstract) ➜ निर्जीव (Inanimate) ➜ संज्ञा (Noun)Wordnet:benঅসুয়া kokअसूया sanअसूया noun ସାହିତ୍ୟରେ ଗୋଟିଏ ପ୍ରକାରର ସଂଚାରୀ ଭାବ ଯେଉଁଥିରେ ଅନ୍ୟର ସୁଖକୁ ସହିନପାରି ତାର କ୍ଷତି କରିବାର ବିଚାର ଆସିଥାଏ Ex. କବିଙ୍କ ଏହି ପଂକ୍ତିରେ ଅସୂୟାର ଝଲକ ସ୍ପଷ୍ଟଭାବେ ମିଳେ ONTOLOGY:मनोवैज्ञानिक लक्षण (Psychological Feature) ➜ अमूर्त (Abstract) ➜ निर्जीव (Inanimate) ➜ संज्ञा (Noun)See : ଇର୍ଷା, କ୍ରୋଧ Comments | अभिप्राय Comments written here will be public after appropriate moderation. Like us on Facebook to send us a private message. TOP